www.samajalive.in
Saturday, December 6, 2025
26.1 C
Bhubaneswar

ଏସଆଇ ପରୀକ୍ଷା କେଳେଙ୍କାରୀ: ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ସମାଜ ନ୍ୟୁଜ ଡେସ୍କ: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର ମୁଖ୍ୟ ଅଭିଯୁକ୍ତ ଥିଲା ଶଙ୍କର ପୃଷ୍ଟି । ଘଟଣାରେ ଗିରଫଙ୍କ ସଂଖ୍ୟା ୧୦ କୁ ବୃଦ୍ଧି ପାଇଛି । ପଞ୍ଚ ସଫ୍ଟର ମୁଖ୍ୟ ବ୍ରହ୍ମପୁରର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି । ଶଙ୍କରକୁ ଟ୍ରାଞ୍ଜିଟ ରିମାଣ୍ଡରେ ଅଣାଯାଉଛି ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories