www.samajalive.in
Saturday, December 6, 2025
14.1 C
Bhubaneswar

୩ଦିନ ହାଇକୋର୍ଟ ଛୁଟି

କଟକ: ଓଡ଼ିଶା ହାଇକୋର୍ଟ ସୋମବାର କାର୍ତ୍ତିକ ବ୍ରତ ଉପଲକ୍ଷେ ଛୁଟି ରହିବ। ଏହି ଛୁଟି ପ୍ରତିବଦଳରେ ନଭେମ୍ବର ୨୯ (ଶନିବାର)କୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି। ଏ ସଂକ୍ରାନ୍ତରେ ରେଜିଷ୍ଟ୍ରାର (ନ୍ୟାୟିକ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ହାଇକୋର୍ଟ କ୍ୟାଲେଣ୍ଡରରେ ନଭେମ୍ବର ୪ ଧବଳେଶ୍ବର ପୂଜା ବା ବଡ଼ଓଷା ଏବଂ ୫ରେ ରାସ ପୂର୍ଣ୍ଣିମା ହେତୁ ପୂର୍ବରୁ ଛୁଟି ରହିଛି। ତେଣୁ ହାଇକୋର୍ଟ ୩ରୁ ୫ ତାରିଖ ଯାଏଁ ତିନି ଦିନ ଛୁଟି ରହିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories