www.samajalive.in
Friday, December 5, 2025
27.1 C
Bhubaneswar

ପଦ୍ମ ଧରିଲେ ଅମର ପଟ୍ଟନାୟକ

ଭୁବନେଶ୍ୱର: ବିଜେଡିକୁ ଜୋରଦାର୍‌ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ଏ ନେଇ ସେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏବଂ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ରେ ମନମୋହନଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଅମର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତ ଛାଡି ଦେଇଛନ୍ତି। ଅର୍ଥାତ୍ ସେ ବିଜେଡି ଛାଡି ବିଜେପିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories