www.samajalive.in
Friday, December 5, 2025
23.1 C
Bhubaneswar

ମୋଦୀଙ୍କ ଦ୍ଵାରା ଅନୁପ୍ରାଣିତ: ଅମର

ଭୁବନେଶ୍ଵର : ଆଜି ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ରାଜ୍ୟ କାର୍ଯ୍ୟାଳୟକୁ ଆସି ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ତେବେ ବିଜେପିରେ ସାମିଲ ହେବା ପରେ ଅମର କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି। ଯେତେବେଳେ ବି ସଂସଦରେ ମୋଦୀଙ୍କ ଭାଷଣ ଶୁଣିଛି , ମୁଁ ପ୍ରଭାବିତ ହୋଇଛି। ଭାରତକୁ ଆଗକୁ ଦେବା ପାଇଁ ତାଙ୍କ ପ୍ରତିବଦ୍ଧତାରେ ମୁଁ ଅନୁପ୍ରାଣିତ। ମୋଦୀଙ୍କ ପାଇଁ ଦେଶ ଆଜି ବିଶ୍ଵରେ ସ୍ଵତନ୍ତ୍ର ସ୍ଥାନ ପାଇପାରିଛି। ରାଜ୍ୟବାସୀଙ୍କ ସେବା ପାଇଁ ଚାକିରି ଛାଡି ରାଜନୀତିକୁ ଆସିଥିଲି। ଏବେ ରାଜ୍ୟର ସେବା ସହ ରାଷ୍ଟ୍ର ନିର୍ମାଣରେ ସାମିଲ୍ ହେବାକୁ ମୁଁ ଲକ୍ଷ୍ୟ ରଖିଛି। ଦଳ ମୋତେ ଯେଉଁ ଦାୟିତ୍ଵ ଦେବ , ସାମର୍ଥ୍ୟ ମତେ ମୁଁ ସବୁ କିଛି କରିବି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories