www.samajalive.in
Monday, December 8, 2025
27.1 C
Bhubaneswar

କୋର୍ଟରେ ହାଜର ହେଲେ ଶଙ୍କର ପୃଷ୍ଟି

ବ୍ରହ୍ମପୁର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିଙ୍କୁ କୋର୍ଟରେ ହାଜର କରିଛି ପୁଲିସ। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳଙ୍କ ଆବାସିକ କକ୍ଷରେ ପୁଲିସ ଶଙ୍କରଙ୍କୁ ହାଜର କରିଥିଲା। ଶଙ୍କରଙ୍କ ସହିତ ଅନ୍ୟତମ ଅଭିଯୁକ୍ତ ତଥା ପରୀକ୍ଷା ପରିଚାଳନା ଦାୟିତ୍ବ ନେଇଥିବା ସିଲିକନ ଟେକ୍‌ କମ୍ପାନୀର ମୁଖ୍ୟ ସୁରେଶ ଚନ୍ଦ୍ର ନାୟକଙ୍କୁ ମଧ୍ୟରେ ହାଜର କରାଯାଇଛି।

ନିଯୁକ୍ତି ଦୁର୍ନୀତିରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କରଙ୍କୁ ପୁଲିସ ଭାରତ-ନେପାଳ ସୀମାରୁ ଗିରଫ କରାଯାଇଥିଲା। ଶଙ୍କର ଗିରଫ ହେବା ପରେ ଏହି ଦୁର୍ନୀତିରେ ପ୍ରାୟ ୧ ହଜାର କୋଟି ଟଙ୍କାର ଡିଲ୍‌ ହୋଇଥିବା ତଥ୍ୟ ସାମ୍ନାକୁ ଆସିଛି। ଅଧିକ ଜେରା କରାଗଲେ ଏହି ମାମଲାରେ ଆହୁରି ଅନେକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories