www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀମନ୍ଦିରରୁ ଡାଲଡା ଘିଅ ଜବତ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ଭିତରୁ ଶନିବାର ଡାଲଡା ଘିଅ ଜବତ ହୋଇଛି। ଏହି ଘଟଣାରେ ଜଣେ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡାଲଡା ଘିଅ କେଉଁଥିରେ ବ୍ୟବହାର କରାଯାଉଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ। ଶ୍ରୀମନ୍ଦିର ଭିତରେ କେବଳ ଓମଫେଡ ଘିଅ ବ୍ୟବହାର ପାଇଁ ନିର୍ଦେଶ ରହିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories