www.samajalive.in
Friday, December 5, 2025
26.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

* ନୂଆପଡାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହେଲକପ୍ଟର ଯାଞ୍ଚ…ଏକ୍ସରେ ସୂଚନା ଦେଲେ ନୂଆପଡା ଜିଲ୍ଲାପାଳ…

* ଉତ୍କଳ ବିଲ୍‌ଡର୍ସ କାର୍ଯ୍ୟାଳୟରେ ଆୟକର ଚଢ଼ାଉ…ସହିଦ ନଗର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ସମେତ ୧୪ଟି ସ୍ଥାନରେ ଚାଲିଛି ରେଡ୍..

- Advertisement -

* ରାଜଧାନୀରେ ଚାଞ୍ଚଲ୍ୟ…ବରମୁଣ୍ଡା ବସଷ୍ଟାଣ୍ଡରେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ…

* ସୁଦାନରେ ଓଡ଼ିଆ ଯୁବକଙ୍କୁ ଅପହରଣ… ପୁଅକୁ ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଲେ ପରିବାର ଲୋକେ…

* ପୁରୀ ଶ୍ରୀମନ୍ଦିରରେ ଆଜି ପଞ୍ଚକ ତୃତୀୟ ଦିନ… ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories