www.samajalive.in
Friday, December 5, 2025
27.1 C
Bhubaneswar

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ

ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି । ୦୮୪୧୭ ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ମଙ୍ଗଳବାର(ଆଜି) ରାତି ୮ଟା ୩୫ ମିନିଟ୍‌ରେ ବ୍ରହ୍ମପୁରରୁ ଛାଡି ମଧ୍ୟରାତ୍ରି ୧ଟା ୩୦ରେ ପୁରୀ ଠାରେ ପହଞ୍ଚିବ ।
୦୮୪୧୮ ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ ବୁଧବାର ଭୋର ୩ ଘଟିକାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ । ଅନ୍ୟ ଏକ ବିଶେଷ ଟ୍ରେନ ୦୮୪୪୮ ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ ଗୁରୁବାର ସକାଳ ୫ଟାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ । ଏହି ବିଶେଷ ଟ୍ରେନଗୁଡିକ ଯାତ୍ରୀମାନଙ୍କୁ କାର୍ତ୍ତିକ ପୂର୍ଣ୍ଣିମା ସମୟରେ ସୁବିଧାଜନକ ଯାତ୍ରା ପାଇଁ ସହାୟକ ହେବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories