www.samajalive.in
Monday, December 8, 2025
24.1 C
Bhubaneswar

ବିଜେଡିର ଅଣଦେଖା ମୃତ୍ୟୁର ଅନ୍ୟତମ କାରଣ..

ନୂଆପଡା : ସ୍ବର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ ମର୍ମଭରା ଅଭିବ୍ୟକ୍ତି ଦେଇଛନ୍ତି। ବିଜେଡିକୁ ଟାର୍ଗେଟ୍‌ କରି ସେ କହିଛନ୍ତି, ସ୍ବାସ୍ଥ୍ୟ ଖରାପ ଥିଲା ବେଳେ ବିଜେଡି ନେତାମାନେ ପଚାରିଲେନି। ଫୋନ କଲେନି କି ହସ୍ପିଟାଲ ଚିକିତ୍ସା ନେଇ ବୁଝିଲେନି। ଅସୁସ୍ଥତା ବେଳେ ନିଜ ଦଳର ସପୋର୍ଟ ଆତ୍ମବଳ ବଢ଼ାଏ, କିନ୍ତୁ ତାହା କଲେନି।
ବିଜେଡିର ଅଣଦେଖା ମୃତ୍ୟୁର ଅନ୍ୟତମ କାରଣ । ସେ ଆହୁରି କହିଛନ୍ତି ୨୪ ବର୍ଷ ଦଳ ସହ ରହିବା ପରେ ସମ୍ବେଦନଶୀଳ ରାଜନୀତି ଠିକ୍‌ ନୁହେଁ। ବିଜେଡି ସ୍ଵର୍ଗତଃ ଢୋଲକିଆଙ୍କର ଫଟୋ ବ୍ୟବହାର ନକରୁ। ପୁଅ ଟଙ୍କା ନେଇ ଅନ୍ୟଦଳକୁ ଯିବା ଆରୋପ ମିଥ୍ୟା, ନୂଆପଡାର ବିକାଶ ପାଇଁ ମିଶିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିଚାରଧାରାରେ ଅନୁପ୍ରାଣିତ ହୋଇ ମିଶିଛି। ଉତ୍ତରାଧିକାରୀ କିଏ ହେବ ପରିବାର ନିଷ୍ପତ୍ତି ନେବ, କୌଣସି ଦଳ ନୁହେଁ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories