ଛତିଶଗଡ:ବିଳାସପୁରରେ ଟ୍ରେନ୍ ଦୁର୍ଘଟଣା,୬ ମୃତ। ଛତିଶଗଡ ବିଳାସପୁର ଷ୍ଟେସନ ନିକଟରେ ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନକୁ କୋରବା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ମଧ୍ୟ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
Popular Categories



