www.samajalive.in
Sunday, December 14, 2025
14.1 C
Bhubaneswar

ବିଳାସପୁର ଟ୍ରେନ ଦୁର୍ଘଟଣା: ହେଲ୍‌ପଲାଇନ ନମ୍ବର ଜାରି

ସମାଜଲାଇଭ ଡେସ୍କ: ବିଳାସପୁର ଟ୍ରେନ ଟ୍ରାଜେଡି ପରେ ଏସଇସିଆର ପକ୍ଷରୁ ହେଲ୍‌ପଲାଇନ ନମ୍ବର ଜାରି କରାଯାଇଛି। ବିଳାସପୁର ପାଇଁ ହେଲ୍ପଲାଇନ ନମ୍ବର ହେଉଛି ୭୭୭୭୮୫୭୩୩୫/୭୮୬୯୯୫୩୩୩୦। ସେହିପରି ଚମ୍ପା ପାଇଁ ୮୦୮୫୯୫୬୫୨୮, ରାୟଗଡ଼- ୯୭୫୨୪୮୫୬୦୦, ପେଣ୍ଡ୍ରାରୋଡ- ୮୨୯୪୭୩୦୧୬୨, କୋରବା-୭୮୬୯୯୫୩୩୩୦।

ସୂଚନାଯୋଗ୍ୟ, ଏହି ଟ୍ରେନ ଦୁର୍ଘଟଣାରେ ୧୦ ଜଣ ପ୍ରାଣ ହରାଇଥିବାବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories