www.samajalive.in
Monday, December 8, 2025
14.1 C
Bhubaneswar

ବିଳାସପୁର ଟ୍ରେନ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷର ସହାୟତା ଘୋଷଣା କଲା ରେଲଓ୍ବେ

ସମାଜଲାଇଭ ଡେସ୍କ: ବିଳାସପୁର ଟ୍ରେନ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ପରେ ଦୁଃଖପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଅନ୍ୟପଟେ ରେଲଓ୍ବେ ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି। ଦୁର୍ଘଟଣାରେ ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ସେଭଳି ଆହତଙ୍କୁ ୧ ଲକ୍ଷ ଟଙ୍କା ଦିଆଯିବ ବୋଲି କୁହାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories