www.samajalive.in
Monday, December 8, 2025
17.1 C
Bhubaneswar

ଐତିହାସିକ କଟକ ବାଲିଯାତ୍ରା ଉଦଘାଟିତ

ସମାଜଲାଇଭ ଡେସ୍କ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଐତିହାସିକ କଟକ ବାଲିଯାତ୍ରା ବୁଧବାର ଉଦଘାଟିତ ହୋଇଯାଇଛି। ଏ ନେଇ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ଥିଲେ।

ବାଲିଯାତ୍ରାକୁ ଉଦଘାଟନ କରିବା ପରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ଅତିଥିବୃନ୍ଦ ବିଭିନ୍ନ ଷ୍ଟଲ ପରିଦର୍ଶନ କରିଥିଲେ। ପ୍ରଥମ ଦିନରେ ବାଲିଯାତ୍ରାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories