www.samajalive.in
Tuesday, December 9, 2025
16.1 C
Bhubaneswar

ଗୁରୁଦ୍ଵାରାରେ ମଥା ଟେକିଲେ ପିସିସି ସଭାପତି

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ୩ ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ମଧ୍ୟରେ ପ୍ରଚାର ମଇଦାନରେ ଜୋରଦାର ଲଢ଼େଇ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ନୂଆପଡ଼ା ଜିଲ୍ଲା ଖରିଆରରୋଡସ୍ଥିତ ଗୁରୁଦ୍ବାରାଠାରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତଚରଣ ଦାସ ଶିଖଧର୍ମର ପ୍ରଥମ ଗୁରୁ ଶ୍ରୀନାନକ ଗୁରୁ ଦେବଜୀଙ୍କ ପ୍ରଥମ ବନ ଅବସରରେ ମଥା ଟେକି ଆଶୀର୍ବାଦ ଗ୍ରହଣ କରିବା ସହ ପ୍ରସାଦ ସେବନ କରିଥିଲେ। ସେଠାରେ  ଶିଖ ଧର୍ମଲମ୍ବୀମାନଙ୍କୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ବରିଷ୍ଠ କଂଗ୍ରେସ ନେତା ଅଙ୍କିତ ସିଂଘାଇ, ରମେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories