www.samajalive.in
Monday, December 8, 2025
17.1 C
Bhubaneswar

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା, ଫେରିଲେ ପନ୍ତ

ସମାଜଲାଇଭ ଡେସ୍କ: ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସିରିଜରେ ଓ୍ବିକେଟ କିପର ରୁଷଭ ପନ୍ତଙ୍କୁ ସୁଯୋଗ ଦିଆଯାଇଛି। ଆହତ ଜନିତ କାରଣରୁ ତାଙ୍କୁ ବିଶ୍ରାମ ଦିଆଯାଇଥିଲା।

ସିରିଜ ପାଇଁ ୧୫ ଜଣିଆ ଦଳ ଘୋଷଣା ହୋଇଥିବାବେଳେ ଶୁବମନ ଗିଲ (ଅଧିନାୟକ), ରୁଷଭ ପନ୍ତ(ଉଇକେଟ କିପର), ଯସଶ୍ଵୀ ଜୟସଓ୍ବାଲ, କେ.ଏଲ. ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଡିକଲ, ଧ୍ରୁବ ଜୁରେଲ, ରବୀନ୍ଦ୍ର ଜାଡେଜା, ଓ୍ବାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରା, ଅକ୍ଷର ପଟେଲ, ନିତିଶ କୁମାର ରେଡ୍ଡୀ, ମହମ୍ମଦ ସିରାଜ, କୁଳଦୀପ ଯାଦବ ଏବଂ ଆକାଶ ଦୀପ ରହିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories