www.samajalive.in
Saturday, December 6, 2025
26.1 C
Bhubaneswar

ନୂଆପଡା ପାଇଁ ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା କଂଗ୍ରେସ

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ପ୍ରଥମ ଥର ଉପନିର୍ବାଚନରେ କଂଗ୍ରେସ ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି । ଦଳର ସମସ୍ତ ବରିଷ୍ଠ ନେତା, ସାଂସଦ, ବିଧାୟକ, ସଭାପତି, ପୂର୍ବତନ ସଭାପତିଙ୍କ ଉପସ୍ଥିତିରେ ନିର୍ବାଚନୀ ଇସ୍ତାହାର ପ୍ରକାଶ କରାଯାଇଛି । ନୂଆପଡାର ବିକାଶ ପାଇଁ ନିର୍ବାଚନୀ କାର୍ଯ୍ୟସୂଚୀ ଜାରି କରିଥିବା ଘାସିରାମ କହିଛନ୍ତି ।

ଏଥର ଉପନିର୍ବାଚନରେ କଂଗ୍ରେସର ବିଜୟ ହେବ । କୌଣସି ଦଳର ଲୋଭନୀୟ ଉପହାର କାମ କରିବା ନାହିଁ ବୋଲି ବରିଷ୍ଠ ନେତା କହିଛନ୍ତି । ନୂଆପଡାରେ କଂଗ୍ରେସ ପ୍ରାର୍ଥୀ ଘାସିରାମଙ୍କୁ ବିଜୟ କରିବା ଦଳର ତୁଙ୍ଗ ନେତାମାନେ ନୂଆପଡାରେ ଡେରା ପକାଇବା ସହ ଘର ଘର ବୁଲି ଆର୍ଶିବାଦ ଭିକ୍ଷା କରିଛନ୍ତି । ଏହି ଅଞ୍ଚଳ ପାଇଁ ଲଢୁଥିବା ଘାସିରାମଙ୍କୁ ଭୋଟ ଦେବାକୁ ନିବେଦନ କରିଛନ୍ତି କଂଗ୍ରେସ ନେତା । ଭକ୍ତ ଦାସଙ୍କ ନେତୃତ୍ୱରେ ଦଳ ପ୍ରଥମ ଥର ଉପନିର୍ବାଚନ ଲଢୁଥିବାରୁ ଏହା ଦଳ ପାଇଁ ଓ ଭକ୍ତଙ୍କ ପାଇଁ ସମ୍ମାନର ବିଷୟ ହୋଇଛି ।

- Advertisement -

 

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories