ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ୱରରେ ବିଷ ପିଇ ଜୀବନ ହାରିଛନ୍ତି ମହିଳା ହୋମଗାର୍ଡ । ଚନ୍ଦ୍ରଶେଖରପୁର ମଣ୍ଡପ ବସ୍ତି ଆପାର୍ଟମେଣ୍ଟରେ ବିଷ ପିଇ ଦେଇଥିଲେ ମହିଳା ହୋମଗାର୍ଡ । ଗତକାଲି ବିଷ ପିଇ ଜୀବନ ହାରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ୬ମାସ ତଳେ ମହିଳାଙ୍କ ସ୍ୱାମୀଙ୍କ ଦେହାନ୍ତ ହୋଇଥିବା ବେଳେ ତାଙ୍କର ଦୁଇଟି ସନ୍ତାନ ଅଛନ୍ତି । ମାନସିକ ଦୁଶ୍ଚିନ୍ତାରୁ ଜୀବନ ହାରିଥିବା ପରିବାର ଲୋକେ କହିଛନ୍ତି । ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୁଲିସ ତଦନ୍ତ ଆରମ୍ଭ କରିଛି ।
Popular Categories



