www.samajalive.in
Friday, December 5, 2025
27.1 C
Bhubaneswar

ଲଗାତାର ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଆୟକର ଚଢାଉ

ଭୁବନେଶ୍ୱର: ଲଗାତାର ଭାବେ ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଆୟକର ଚଢାଉ ହୋଇଛି । ଏହି ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଏବଂ ନଗଦ ଅଢେଇ କୋଟି ଟଙ୍କା ଜବତ କରାଯାଇଛି । ଉତ୍କଳ ବିଲ୍ଡର୍ସର ୪ଜଣ ନିର୍ଦ୍ଦେଶକଙ୍କୁ ଆଜି ସକାଳୁ ସକାଳୁ ମାରାଥନ୍‌ ଜେରା କରାଯାଉଥିବା ସୂଚନା ମିଳିଛି । ରାକେଶ ଭୁରା, ଅଞ୍ଜନାଦେବୀ ଭୁରା, ସନ୍ଦୀପ ବେଦ, ଅମିତ ବେଦଙ୍କୁ ଜେରା କରାଯାଉଥିବା ସୂଚନା ମିଳିଛି । ଆୟକର ଫାଙ୍କିବା ନେଇ ଯଥେଷ୍ଟ ପ୍ରମାଣ ପାଇଛି ଆୟକର ବିଭାଗ । ଗତ ମଙ୍ଗଳବାର ଠାରୁ ଉତ୍କଳ ବିଲ୍ଡର୍ସରେ ଚଢାଉ ଜାରି ରହିଛି ।

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories