www.samajalive.in
Friday, December 5, 2025
23.1 C
Bhubaneswar

ପୀତବାସ ହତ୍ୟା ମାମଲା: ବିକ୍ରମଙ୍କ ବିପକ୍ଷରେ ୨୦୯ ଓକିଲଙ୍କ ପିଟିସନ ଦାଖଲ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଆଇନଜୀବୀ ତଥା ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି । ପୀତବାସଙ୍କ ହତ୍ୟା ମାମଲାରେ ଗିରଫ ହୋଇଥିବା ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୨୦୯ଜଣ ଓକିଲ ପିଟିସନ ଦାଖଲ କରିଛନ୍ତି । ବିଜେଡିର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୨୦୯ଜଣ ଓକିଲ ପିଟିସନ ଦାଖଲ କରିଥିବା ସୂଚନା ମିଳିଛି । ବ୍ରହ୍ମପୁର ଏସଡିଜେଏମ୍‌ କୋର୍ଟରେ ଅଦଳଶତନାମା ଦାଖଲ କରିଛନ୍ତି ଏହସବୁ ଆଇନଜୀବୀ । ପୂର୍ବରୁ ୪୦ରୁ ଅଧିକ ଓକିଲ ବିକ୍ରମଙ୍କ ସପକ୍ଷରେ ପିଟିସନ ଦାଖଲ କରିଥିଲେ । ଗତକାଲି ବିକ୍ରମଙ୍କ ଓକିଲଙ୍କ ପକ୍ଷରୁ ପୀତବାସ ହତ୍ୟା ମାମଲାରେ ବିକ୍ରମଙ୍କ ସଂପୃକ୍ତି ନାହିଁ ଦର୍ଶାଇ ଏକ ପିଟିସନ ଦାଖଲ ହୋଇଥିଲା । ଏହାକୁ ବିରୋଧ କରି ଆଜି ବିପକ୍ଷରେ ୨୦୯ଜଣ ଓକିଲ ପିଟିସନ ଦାଖଲ କରିଛନ୍ତି ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories