www.samajalive.in
Friday, December 5, 2025
26.1 C
Bhubaneswar

ନକ୍ସଲ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ

ସମାଜ ଲାଇଭ୍ ଡେସ୍କ : ଝାଡଖଣ୍ଡରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ସହ ବିପୁଳ ପରିମାଣର ଅସ୍ତ୍ର ଓ ବିସ୍ପୋରକ ଜବତ । ଝାଡଖଣ୍ଡ ସରଣ୍ଡା ଜିଲା ଚାଇବାସି , ଜରେଇକେଲା ଓ କୁଲାପୁବୁରୁ ଅଞ୍ଚଳରେ ସିଆର୍‌ପିଏଫ୍‌ ଓ ପୋଲିସ୍ ପକ୍ଷରୁ ମିଳିତ କମ୍ବିଂ ଅପରେସନ ବେଳେ ନକ୍ସଲଙ୍କ ସହ ଗୁଳି ବିନିମୟ ହୋଇଛି । ଘଟଣାସ୍ଥଳରୁ ଏକେ-୪୭, ଜିଲୋଟିନ୍ , SLR ରାଇଫଲ୍‌ , ଆଇଡି ଡିଟୋନେଟର ଜବତ ହୋଇଛି । ଘଟଣାସ୍ଥଳରେ ରକ୍ତ ଛିଟା ପଡ଼ି ରହିଥିବାରୁ ପୁରା ଜଙ୍ଗଲକୁ ସୁରକ୍ଷାକର୍ମୀ ଘେରି ରହିଛନ୍ତି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories