www.samajalive.in
Friday, December 5, 2025
26.1 C
Bhubaneswar

ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ

ସମାଜ ଡିଜିଟାଲ ଡେସ୍କ: ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି । ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଫର୍ମପୂରଣ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । www.bseodisha.ac.in ରେ ଲଗଇନ୍ କରି ଫର୍ମପୂରଣ କରିବେ ଛାତ୍ରଛାତ୍ରୀ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories