www.samajalive.in
Friday, December 5, 2025
27.1 C
Bhubaneswar

ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ: ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ୧ରୁ ଆରମ୍ଭ ହୋଇ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍‌ଜୁ । ସେ କହିଛନ୍ତି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ପ୍ରସ୍ତାବିତ ଅଧିବେଶନ ତାରିଖକୁ ଅନୁମୋଦନ କରିଛନ୍ତି।

ସୋସିଆଲ ମିଡ଼ିଆରେ ପୋଷ୍ଟ କରି କିରଣ କହିଛନ୍ତି, “ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ଡିସେମ୍ବର ୧, ୨୦୨୫ ରୁ ଡିସେମ୍ବର ୧୯, ୨୦୨୫ ପର୍ଯ୍ୟନ୍ତ ସଂସଦର ଶୀତକାଳୀନ ଅଧିବେଶନ ପାଇଁ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏକ ଗଠନମୂଳକ ଏବଂ ଫଳପ୍ରଦ ଅଧିବେଶନ ପାଇଁ ଅପେକ୍ଷା କରୁଛି ଯାହା ଆମର ଗଣତନ୍ତ୍ରକୁ ମଜବୁତ କରିବ ଏବଂ ଲୋକଙ୍କ ଆକାଂକ୍ଷା ପୂରଣ କରିବ।”

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories