www.samajalive.in
Friday, December 5, 2025
27.1 C
Bhubaneswar

ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣା: ୭ପୁଲିସ ଦାୟୀ

ସମାଜ ଡିଜିଟାଲ ଡେସ୍କ: ରଥଯାତ୍ରା ବେଳେ ଗୁଣ୍ଡିଚା ମନ୍ଦିରରେ ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍‌ କରାଯାଇଛି । ୨୯/୬/୨୫ ରଥଯାତ୍ରା ଦିନ ଦଳାଚକଟା ହୋଇଥିଲା । ଉନ୍ନୟନ କମିଶନରଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍‌ କରାଯାଇଛି । ୭ପୁଲିସ ଅଧିକାରୀଙ୍କୁ ଏଥିପାଇଁ ଦାୟୀ କରାଯାଇଛି । ୭ଜଣ ପୁଲିସ କର୍ମଚାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି । ସେମାନେ ହେଲେ କମାଣ୍ଡାଣ୍ଟ ଅଜୟ କୁମାର ପାଢୀ, ଡିସିପି ବିଷ୍ଣୁପ୍ରସାଦ ପତିଳ କମାଣ୍ଡାଣ୍ଟ ତାପସ ଦାସ, କେକେ ନାୟକ, ଡିଏସପି ପ୍ରଶାନ୍ତ ସାହୁ, ସୁଶାନ୍ତ ସାହୁ, କମାଣ୍ଡାଣ୍ଟ ଶାରଦା ଦାଶ ଦାୟୀ ବୋଲି ଦର୍ଶାଯାଇଛି । ଗୃହ ବିଭାଗର ଅତିରିକ୍ତ ସଚିବ ଡିଜି ଓ ଆଇଜି ପୁଲିସକୁ ଏନେଇ ଚିଠି ଲେଖିଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories