www.samajalive.in
Saturday, December 6, 2025
16.1 C
Bhubaneswar

କାର ଧକ୍କାରେ ଦୁଇ ଛାତ୍ରୀଙ୍କ ମୃତ୍ୟୁ, ରାସ୍ତାରୋକୋ କଲେ ଉତ୍ତ୍ୟକ୍ତ ଲୋକେ

ସମାଜଲାଇଭ ଡେସ୍କ: କାର ଧକ୍କାରେ ପ୍ରାଣ ହରାଇଛନ୍ତି ଦୁଇ ଜଣ କଲେଜ ଛାତ୍ରୀ। ଶନିବାର ୨୦ ନମ୍ବର ଜାତୀୟ ରାଜପଥର ବାରିଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତା ଛାତ୍ରୀ ଦ୍ଵୟ ହେଲେ। ସେମାନେ କନକମଞ୍ଜରୀ ମହିଳା ମହାବିଦ୍ୟାଳୟରେ ପଢୁଥିଲେ। ଉଭୟେ ସାଇକେଲ ଯୋଗେ ବେଲବାହାଳିସ୍ଥିତ ନିଜ ଘରକୁ ଫେରିବା ସମୟରେ କାର ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିଥିଲେ। ଖବରପାଇ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories