www.samajalive.in
Friday, December 5, 2025
27.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବିମାନ ଯାଞ୍ଚ

ସମାଜ ଲାଇଭ୍‌: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନ ଯୋଗେ ନୂଆପଡ଼ା ନିକଟ ଗୋତମା ବିମାନ ଅବତରଣ ସ୍ଥଳରେ ପହଞ୍ଚିଥିଲେ। ଉପନିର୍ବାଚନ ପାଇଁ ସେଠାରେ ମୁତୟନ ଫ୍ଲାଇଂ ସ୍କୁଆର୍ଡ ଟିମ-୪ ଓ ଭିଡିଓ ଉତ୍ତୋଳନକାରୀ ବିମାନରେ ପଶି ଯାଞ୍ଚ କରିଥିଲେ। ଉପନିର୍ବାଚନ ଉପରେ ନଜର ରଖୁଥିବା ଏମ୍ ସିସି ଅଧୀନରେ ଏହି ଯାଞ୍ଚ କାର୍ଯ୍ୟକାରୀ କରାଯାଇଥିବା ଜଣାପଡିଛି।

Hot this week

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

Related Articles

Popular Categories