www.samajalive.in
Friday, December 5, 2025
23.1 C
Bhubaneswar

ଅଜଣା ପୋକ ଆତଙ୍କ

ଯାଜପୁର : ଯାଜପୁର ଜିଲ୍ଲା ବରୁଆଁ ଖରସ୍ରୋତା ଅଜଣା ପୋକର ଆତଙ୍କ ଦେଖିବାକୁ ମିଳିଛି। ଯାହାକୁ ନେଇ ଚିନ୍ତାରେ ଅଞ୍ଚଳବାସୀ। ରାତି ହେଲେ ରାସ୍ତାରେ ସାଲୁ ବାଲୁ ହେଉଛନ୍ତି ପୋକ। ଅଜଣା ପୋକ ଯୋଗୁଁ ବ୍ରିଜ୍ ଉପରେ କାର ଏବଂ ବାଇକ୍ ନେବା ମୁସ୍କିଲ ହୋଇପଡିଛି। ଏମିତିକି ପୋକ ଯୋଗୁଁ ଅନେକ ବାଇକ୍ ଆରୋହୀ ଦୁର୍ଘଟଣାର ଶିକାର ମଧ୍ୟ ହେଉଛନ୍ତି। ଲାଇଟ୍ ପଡିଲେ ​‌ପୋକ ମାନେ ଉଡିଆସି ଆରୋହୀ ମାନଙ୍କ ଆଖି କାନରେ ପଶିଯାଉଛନ୍ତି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକ । ଏହି ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ଲୋକମାନେ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି କରିଛନ୍ତି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories