www.samajalive.in
Friday, December 5, 2025
27.1 C
Bhubaneswar

ନୂଆପଡ଼ାରେ ବିଜେଡ଼ି ନେତାଙ୍କ ଘରେ ଆଇଟି ରେଡ୍

ସମାଜ ଲାଇଭ୍ ଡେସ୍କ : ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡ଼ି ନେତାଙ୍କ ଘରେ ଆୟକର ବିଭାଗର ଚଢ଼ଉ । ଉପନିର୍ବାଚନ ପୂର୍ବରୁ ବିଜେଡ଼ି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗ ଚଢ଼ାଉ କରିଛି । ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ମନୋଜ ମିଶ୍ରଙ୍କ କୋମନା ସ୍ଥିତ ବାସଭବନରେ ଆୟକର ବିଭାଗର ଚଢ଼ଉ ଜାରି ରଖିଛି । ମନୋଜ ପୂର୍ବରୁ କୋମନା ବ୍ଲକ୍ ଅଧ୍ୟକ୍ଷ ସହ ନୂଆପଡ଼ା ଜିଲା ସଭାପତି ଥିଲେ । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡ଼ି ଟିକେଟ୍‌ର ପ୍ରମୂଖ ଦାବିଦାର ଥିଲେ ମନୋଜ ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories