www.samajalive.in
Friday, December 5, 2025
27.1 C
Bhubaneswar

୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ଵର ଗସ୍ତ

ବାଲେଶ୍ଵର : ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ ଅନୁଷ୍ଠିତ ହେବ। ନୀଳଗିରି ପରେ ଭୋଗରାଇ ଏବଂ ବାଲେଶ୍ଵର ସହରରେ ଗଣଦୌଡ ଆୟୋଜିତ ହେବ। ଏ ନେଇ ସାଂସଦ ପ୍ରତାପ ଷଡଙ୍ଗୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories