www.samajalive.in
Sunday, December 14, 2025
26.1 C
Bhubaneswar

ନୂଆପଡାରେ ହେବ ମେଡିକାଲ କଲେଜ

ନୂଆପଡା: ନୂଆପଡା ଉପନିର୍ବାଚନ ପ୍ରଚାର ସରିବା ପୂର୍ବରୁ ବିଜେପି ସଭାପତି ମନମୋହନ ସାମଲ ବଡ ସୂଚନା ଦେଇଛନ୍ତି। ସେ ଏକ ପ୍ରେସମିଟ୍‌ରେ କହିଛନ୍ତି ନୂଆପଡାରେ ମେଡିକାଲ କଲେଜ କରିବାକୁ ଦଳ ନିଷ୍ପତ୍ତି ନେଇଛି। ନୂଆପଡାକୁ ଏକ ନଂ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ କରିବୁ। ୫୦୦ ଦିନରେ ଆମେ କଣ କରିଛୁ, ତାହା ସମସ୍ତେ ଦେଖିଲେଣି। ୨୪ ବର୍ଷ ଶାସନରେ ବିଜେଡି ନୂଆପଡା ପାଇଁ କଣ କରିଛି ନବୀନ ବାବୁ କୁହନ୍ତୁ। ନୂଆପଡାରେ ୭୫ ହଜାର ମା, ଭଉଣୀ ସୁଭଦ୍ରା ଯୋଜନାରେ ଉପକୃତ। ନୂଆପଡାର ୪୫ ହଜାର ଚାଷୀ ୮ ଶହ ଟଙ୍କାର ଇନ୍‌ପୁଟ୍ ସହାୟତା ପାଇଛନ୍ତି। ବରଗଡ ସହ ନୂଆପଡାକୁ ରେଲଓ୍ବେ ଲାଇନ୍ ଯୋଡିବାକୁ ଜମି ଅଧିଗ୍ରହଣ ଚାଲିଛି। ଖରିଆର୍‌ ରୋଡରେ ମଧ୍ୟ ୪ ଲାଇନ୍ ଟ୍ରାକ୍ ପାଇଁ ଯୋଜନା ରହିଛି। ବେଇମାନ୍ , ଭୋଟ୍ ଚୋରି ପରି ଶଦ୍ଦର ବ୍ୟବହାରକୁ ମୁଁ ନିନ୍ଦା କରୁଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories