www.samajalive.in
Friday, December 5, 2025
26.1 C
Bhubaneswar

ଏମ୍ସ କର୍ମଚାରୀ ହତ୍ୟା : ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର ଏକ ହୋଟେଲ କଡ଼ରୁ ଉଠାଇ ଆଣିଲା ଖଣ୍ଡଗିରି ପୁଲିସ୍‌। ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଅକ୍ଟୋବର ୧୩ ତାରିଖରେ ହତ୍ୟା କରାଯାଇଥିଲା। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବଡ଼ବାପା ପୁଅକୁ ହତ୍ୟା କରିଥିଲା। ପୂର୍ବରୁ ୪ ଜଣଙ୍କୁ ଗିରଫ କରିଥିଲା କମିଶନରେଟ ପୋଲିସ। ଏବେ ବନ୍ଧା ହୋଇଛି ସଦାଶିବ ପ୍ରଧାନ ଓରଫ ଶିବା ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories