www.samajalive.in
Friday, December 5, 2025
27.1 C
Bhubaneswar

ପୁଲିସ ଏସଆଇ ପରୀକ୍ଷା ଅନିୟମିତତା: ଶଙ୍କର ଓ ସୁରେଶର ପଲିଗ୍ରାଫ୍‌ ଟେଷ୍ଟ ନେଇ ଆଜି ଶୁଣାଣି

ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଦୁଇ ଜଣଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ । ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଓ ସୁରେଶର ପଲିଗ୍ରାଫ ଟେଷ୍ଟ ହେବ ବୋଲି ସୂଚନା ମିଳିଛି । ପୁଲିସ ଜେରା ବେଳେ କେତେ ସତ ଓ କେତେ ମିଛ କହିଛନ୍ତି ତାହା ଏହା ପରେ ଜଣାପଡିବ । ପଲିଗ୍ରାଫ ଟେଷ୍ଟ କରିବାକୁ କ୍ରାଇମବ୍ରାଞ୍ଚ ପୁଲିସ ବ୍ରହ୍ମପୁର ଜେଏମଏଫସି ଗ୍ରାମୀଣ କୋର୍ଟରେ ଆବେଦନ କରିଛନ୍ତି । ଆଜି ଏହାର ଶୁଣାଣି ହେବ ।

ଏସଆଇ ପରୀକ୍ଷା ଅନିୟମିତତା ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟଇ ଓ ସିଲିକନ୍‌ ଟେକ୍‌ ଲାବ ସଂସ୍ଥର ମୁଖ୍ୟ ସୁରେଶ ଚନ୍ଦ୍ର ନାୟକର ପଲିଗ୍ରାଫ୍‌ ଟେଷ୍ଟ କରିବ କ୍ରାଇମବ୍ରାଞ୍ଚ । କୋର୍ଟଙ୍କ ଅନୁମତି ମିଳିବା ପରେ ଉଭୟଙ୍କର ଏହି ପରୀକ୍ଷା କରାଯିବ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories