www.samajalive.in
Saturday, December 6, 2025
26.1 C
Bhubaneswar

ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

ସମାଜଲାଇଭ ଡେସ୍କ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ କୃଷି ଓ କୃଷକ ବିକାଶ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି।

କାର୍ଯ୍ୟକ୍ରମରେ ଶିବରାଜ ଚାଷୀଙ୍କୁ ସ୍ଵାବଲମ୍ବୀ ଏବଂ ଜାତୀୟ କୃଷି ମିଶନ ଉପରେ ଗୁରୁତ୍ଵାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଉପରେ ମଧ୍ୟ ସେ ନିଜର ମତ ରଖିଥିଲେ। ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ ବୋଲି କହିଥିଲେ। ଭାରତର କୃଷି କ୍ଷେତ୍ର ଏକ ପରିବର୍ତ୍ତନଶୀଳ ମୋଡ଼ରେ ରହିଛି। ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ଓ ସ୍ଥାୟୀ କୃଷି ପ୍ରଣାଳୀକୁ ପ୍ରୋତ୍ସାହନ  ପରାମର୍ଶ ଉପରେ ସେ ଗୁରୁତ୍ଵ ଦେଇଥିଲେ।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories