www.samajalive.in
Friday, December 5, 2025
27.1 C
Bhubaneswar

ନୂଆପଡା ଉପନିର୍ବାଚନ: ପ୍ରିଜାଇଡିଂ ଅଫିସର୍‌ ନିଲମ୍ବିତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୭ଟାରୁ ଶୃଙ୍ଖଳିତ ଭାବେ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ତେବେ ଉପନିର୍ବାଚନ ବେଳେ ଜଣେ ପ୍ରିଜାଇଡିଂ ଅଫିସରକୁ ନିଲମ୍ବିତ କରାଯାଇଥିବା ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । କୁଳିଆବନ୍ଧ ୩୬ନଂ ବୁଥରେ ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଛି । ଧନଞ୍ଜୟଙ୍କୁ ନିଲମ୍ବିତ ପରେ ବିଭାଗ ଦ୍ୱାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ଭୋଟର ଗୋପନୀୟତା ଉଲ୍ଲଘଂନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଅନ୍ୟ ସ୍ଥାନରେ ଶାନ୍ତି ଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରାଯାଉଛି । ଲୋକଙ୍କ ନିକଟରୁ ଏଯାବତ୍‌ କୌଣସି ଅଭିଯୋଗ ଆସିନାହିଁ ।

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories