www.samajalive.in
Friday, December 5, 2025
20.1 C
Bhubaneswar

ଭୋଟ ଦେଲେ ଜୟ ଢୋଲକିଆ

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ଖରିଆର ରୋଡର ମୋଙ୍ଗରାପାଲି ବୁଥ ନମ୍ବର ୬୬ରେ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ପରିବାର ସହିତ ଜୟ ଭୋଟ କେନ୍ଦ୍ରକୁ ଯାଇ ଭୋଟ ଦେଇଛନ୍ତି । ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ନୂଆପଡା ବାସୀ । ୩୫୮ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ୨ଲକ୍ଷ ୫୩ହଜାର ୬୨୪ଭୋଟର ।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories