www.samajalive.in
Saturday, December 6, 2025
23.1 C
Bhubaneswar

ବିସ୍ଫୋରଣ ପରେ ଲାଲକିଲ୍ଲା ତିନି ଦିନ ବନ୍ଦ

ନୂଆଦିଲ୍ଲୀ: ଦିଲ୍ଳୀରେ କାର ବିସ୍ଫୋରଣ ପରେ ଲାଲକିଲ୍ଲାକୁ ତିନି ଦିନ ପାଇଁ ବନ୍ଦ କରାଯାଇଛି । ମିଳିଥିବା ସୂଚନା ଅନୁସାରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଲାଲକିଲ୍ଲାକୁ ତିନି ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରିଛି । ଲାଲକିଲ୍ଲା ନିକଟରେ ରାପିଡ ଆକ୍ସନ ଫୋର୍ସ ମୁତୟନ କରାଯାଇଛି । ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ମଧ୍ୟ ବନ୍ଦ ରହିଛି । ଅନେକ ରୁଟ୍‌ ମଧ୍ୟ ପରିବର୍ତ୍ତନ କରାଯାଇଛି ।

ସୂଚନାଯୋଗ୍ୟ ଯେ ଗତକାଲି ସନ୍ଧ୍ୟା ପ୍ରାୟ ୭ଟାରେ ଏକ ହୁଣ୍ଡାଇ ଆଇ୨୦ କାର ବିସ୍ଫୋରଣ ହୋଇଥିଲା, ଏଥିରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

- Advertisement -

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories