www.samajalive.in
Saturday, December 6, 2025
23.1 C
Bhubaneswar

୧ଟା ସୁଦ୍ଧା ୪୭.୬୨% ମତଦାନ

ସମାଜ ଲାଇଭ୍ ଡେସ୍କ : ବିହାର ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନର ମତଦାନ ଚାଲିଛି । ଦିନ ୧ଟା ସୁଦ୍ଧା ୪୭.୬୨% ମତଦାନ ହୋଇଥିବା ସୂଚନା ରହିଛି । ଆଜି ଦ୍ଵିତୀୟ ପର୍ଯ୍ୟାୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି । ୨୦ ଜିଲାର ୧୨୨ଟି ନିର୍ବାଚନ ମଣ୍ଡଳିରେ ମତଦାନ ଚାଲିଛି । କିସନଗଞ୍ଜ ଜିଲାରେ ସର୍ବାଧିକ ୫୧.୮୬% ଓ ଗୟାରେ ଦ୍ଵିତୀୟ ସର୍ବାଧିକ ୫୦.୯୫% ମତଦାନ ହୋଇଛି । ସୁରକ୍ଷିତ ଭାବେ ନିର୍ବାଚନ ପରିଚାଳନା ପାଇଁ ବିହାର-ନେପାଳ ସୀମା ସଟ୍‌ଡ଼ାଉନ୍ କରାଯାଇଛି । ବିହାର ର ପ୍ରମୁଖ ଚେହେରା ଜିତନରାମ ମାଝୀ,ପପୁ ଯାଦବ ଭୋଟ୍ ଦେଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories