www.samajalive.in
Friday, December 5, 2025
23.1 C
Bhubaneswar

ବିହାର ନିର୍ବାଚନ : ସୀମାରେ ୭୨ ଘଣ୍ଟା ପାଇଁ ସଟ୍‌ଡାଉନ୍

ସମାଜ ଲାଇଭ୍ ଡେସ୍କ : ସୁରକ୍ଷିତ ଭାବେ ନିର୍ବାଚନ ପରିଚାଳନା ପାଇଁ ବିହାର-ନେପାଳ ସୀମା ସଟ୍‌ଡ଼ାଉନ୍ କରାଯାଇଛି । ଦିଲ୍ଲୀରେ ବିସ୍ପୋରଣ ଘଟଣା ପରେ ବିହାର ନିର୍ବାଚନର ସୁରକ୍ଷା ଦୃଷ୍ଟିରୁ ବିହାର ପୁଲିସ୍ ଏପରି ପଦକ୍ଷେପ ନେଇଛି । ଗତକାଲି ଦିଲ୍ଲୀ ଲାଲକିଲ୍ଲା ନିକଟରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୨ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି । ଏହାକୁ ଦୃଷ୍ଟିରେ ରଖି ନେପାଳ ଓ ବିହାର ମଧ୍ୟରେ ଥିବା ୭୦୦ କିମିର ଅନ୍ତର୍ଜାତୀୟ ସୀମାକୁ ୭୨ ଘଣ୍ଟା ପାଇଁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ବିହାର ପୁଲିସ୍ ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories