www.samajalive.in
Monday, December 8, 2025
27.1 C
Bhubaneswar

ସୁନାବେଡ଼ାରେ ୭୫% ମତଦାନ, ହେଲିକପ୍ଟରରେ ଫେରିଲେ ପୋଲିଂ ପାର୍ଟି

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟଦାନ ଜାରି ରହିଥିବାବେଳେ ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories