www.samajalive.in
Friday, December 5, 2025
23.1 C
Bhubaneswar

ଦିଲ୍ଲୀ ବିସ୍ପୋରଣ : ତଦନ୍ତ କରିବ NIA

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ କରିବାକୁ ଗଠନ ହେଲା ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଦଳ । ଘଟଣାରେ ଆତଙ୍କବାଦୀ ଷଡ଼ଯନ୍ତ୍ର ସମ୍ପର୍କରେ ସୁରାକ ମିଳିବା ପରେ NIA ତଦନ୍ତ ଦଳ ଗଠନ କରିଛି । ଆନୁଷ୍ଠାନିକ ଭାବରେ ମାମଲାଟିକୁ NIA ନିଜ ହାତକୁ ନେବା ପରେ ତଦନ୍ତ ଦଳ ଗଠନ ହୋଇଛି । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଏବଂ ଅନେକ ଆହତ ହୋଇଛନ୍ତି । ଘଟଣା ପରେ ଦିଲ୍ଲୀ ସମେତ ଦେଶର ଅନେକ ସମ୍ବେଦନଶୀଳ ସ୍ଥାନ ହାଇ ଆଲର୍ଟରେ ରହିଛି । ଦିଲ୍ଲୀ ସୀମାରେ ସୁରକ୍ଷା ଯାଞ୍ଚ ଏବଂ ସହରର ପ୍ରମୁଖ ସ୍ଥାନରେ ଯାନବାହାନର ବ୍ୟାପକ ଯାଞ୍ଚ ଚାଲିଛି ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories