www.samajalive.in
Friday, December 5, 2025
27.1 C
Bhubaneswar

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ ବାଲିଯାତ୍ରା…

() ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…ତ୍ରୁଟିଶୂନ୍ୟ ମ୍ୟାଚ୍ ଆୟୋଜନ କରିବାକୁ ପରାମର୍ଶ…

- Advertisement -

() ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲା… ଅଭିଯୁକ୍ତ ଶଙ୍କର ପୃଷ୍ଟିର କେୟାର ଟେକର ସାଗର କୁମାର ଗୌଡକୁ ଗିରଫ କଲା କ୍ରାଇମବ୍ରାଞ୍ଚ…

() ଡ଼ିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା….୧୫ରୁ କଳାକାର ଚୟନ, ନୂଆ କଳାକାରଙ୍କୁ ମିଳିବ ସୁଯୋଗ…

() ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି… ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର…

() ନୂଆପଡା ଉପନିର୍ବାଚନ.. ମୋଟ୍ ୮୧.୯ ପ୍ରତିଶତ ଭୋଟିଂ ହୋଇଥିବା ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

() ଦିଲ୍ଲୀ ବିସ୍ଫୋରଣ ଘଟଣା… ତଦନ୍ତ କରିବାକୁ ଗଠନ ହେଲା ଜାତୀୟ ତଦନ୍ତକାରୀ ସଂସ୍ଥା….

() ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର…ଏବେ ଘରେ ହିଁ ପରବର୍ତ୍ତୀ ଚିକିତ୍ସା ଚାଲିବା ନେଇ ସୂଚନା…

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories