www.samajalive.in
Friday, December 5, 2025
27.1 C
Bhubaneswar

ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୨୭୩୬ କୃତକାର୍ଯ୍ୟ

ସମାଜଲାଇଭ ଡେସ୍କ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ୨୭୩୬ ପରୀକ୍ଷାର୍ଥି କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ସାକ୍ଷାତକାର ପରୀକ୍ଷାରେ ଅଂଶଗ୍ରହଣ କରିବା ଲାଗି ଚୟନ ହୋଇଛନ୍ତି।

ଗତ ଅଗଷ୍ଟ ୨୨ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ପରୀକ୍ଷା ଆୟୋଜିତ ହୋଇଥିଲା। ଏଥିରେ ମୋଟ ୨୭୩୬ ଜଣ ବାଜି ମାରିଛନ୍ତି। ସାକ୍ଷାତକାରରେ ସଫଳ ହେବା ପରେ ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ), ଭାରତୀୟ ବିଦେଶ ସେବା(ଆଇଏଫଏସ), ଭାରତୀୟ ପୁଲିସ ସେବା(ଆଇପିଏସ) ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ପଦପଦବୀରେ ନିଯୁକ୍ତି ମିଳିବ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories