www.samajalive.in
Friday, December 5, 2025
27.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ଅଟକ

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨  ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ ସମସ୍ତ ତଦନ୍ତକାରୀ ଦଳ ଜେରା କରୁଥିବା ସୂଚନା ରହିଛି । ଆଜି ସକାଳେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନ୍ଆଇଏ କୁ ମଧ୍ୟ ଘଟଣାର ତଦନ୍ତ ଦାୟୀତ୍ଵ ଦିଆଯାଇଛି । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଏବଂ ଅନେକ ଆହତ ହୋଇଛନ୍ତି । ଘଟଣା ପରେ ଦିଲ୍ଲୀ ସମେତ ଦେଶର ଅନେକ ସମ୍ବେଦନଶୀଳ ସ୍ଥାନ ହାଇ ଆଲର୍ଟରେ ରହିଛି । ଦିଲ୍ଲୀ ସୀମାରେ ସୁରକ୍ଷା ଯାଞ୍ଚ ଏବଂ ସହରର ପ୍ରମୁଖ ସ୍ଥାନରେ ଯାନବାହାନର ବ୍ୟାପକ ଯାଞ୍ଚ ଚାଲିଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories