www.samajalive.in
Monday, December 8, 2025
20.1 C
Bhubaneswar

ଧରାପଡିଲା ଦୁଇ ବନ୍ଧୁକ. ୮ ଗୁଳି

କଟକ ): ବାଦlମବାଡ଼ି ଥାନା ପୁଲିସ ଜଣେ ଅପରାଧୀକୁ ଧରିବା ସହିତ ତା ଘରୁ ଦୁଇଟି ଦେଶୀ ବନ୍ଧୁକ ଓ ଗୁଳି ଜବତ କରିଛି। ଦୀର୍ଘ ଦିନ ହେବ ଏହି ବନ୍ଧୁକ ବେଆଇନ ଭାବେ ଘରେ ଗଚ୍ଛିତ କରି ରଖିଥିବା ସଂକ୍ରାନ୍ତ ସୂଚନା ଆଧାରରେ ପୁଲିସ ଚଢ଼ଉ କରିଥିଲା।

ଅଭିଯୁକ୍ତ ଜଣକ ହେଲା ଶଙ୍କରପୁର ପରିଡା ସାହିର ସୁରେଶ କୁମାର ପରିଡ଼ା(୫୫)। ସେ ଏହି ବନ୍ଧୁକ କେଉଁଠାରୁ ଆଣିଲା, ସେ ନେଇ ପୁଲିସ ତନାଘନା ଆରମ୍ଭ କରିଛି l

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories