www.samajalive.in
Friday, December 5, 2025
27.1 C
Bhubaneswar

ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ, ତିଆରି ହେବ ଦୁଇ ଥାକିଆ ରାସ୍ତା

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ କରାଯିବ। କଳ୍ପନା, ଖଣ୍ଡଗିରି, ଜୟଦେବ ବିହାର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ।

ରାଜଧାନୀରେ ଏଲିଭେଟେଡ କରିଡର ଲାଗି ପୂର୍ତ୍ତ ବିଭାଗ ଯୋଜନା ପ୍ରସ୍ତୁତ କରି ଏହି ପ୍ରକଳ୍ପ ଆରମ୍ଭ କରିବ। ଟ୍ରାଫିକ ସମସ୍ୟା ଦୂର ପାର୍ଇ ୨୦ଟି ନୂଆ ରାସ୍ତା ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବିଭାଗ ସୂତ୍ରରୁ ସୂଚନା ମିଳିଛି। ଏଥିପାଇଁ ଡିପିଆର ପ୍ରସ୍ତୁତ ହୋଇଥିବାବେଳେ ପୂର୍ତ୍ତ ବିଭାଗ ମନ୍ତ୍ରୀ ଏହାର ସମୀକ୍ଷା କରିଥିବା ଜଣାପଡ଼ିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories