www.samajalive.in
Saturday, December 6, 2025
23.1 C
Bhubaneswar

ବିହାର ଜନାଦେଶ: ମ୍ୟାଜିକ ନମ୍ବର ଠାରୁ ଆଗରେ ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଭୋଟ ଗଣତି ଆରମ୍ଭ ହୋଇଛି । ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାରମ୍ଭିକ ପର୍ଯ୍ୟାୟରେ ଏନଡିଏ ୧୩୮ ସିଟରେ ଆଗୁଆ ରହିଥିବା ବେଳେ ମହାଗଠବନ୍ଧନ ୭୫ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି ।

ଏନଡିଏ- ୧୩୮
ମହାମଣ୍ଟ-୭୬
ଅନ୍ୟାନ୍ୟ- ୦୪

- Advertisement -

ଭୋଟ ଗଣତି ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବ୍ୟାପକ ସୁରକ୍ଷା ଗ୍ରହଣ କରାଯାଇଛି। ରାଜ୍ୟର ୩୮ଟି ଜିଲାର ୪୬ଟି କେନ୍ଦ୍ରରେ ଭୋଟ ଗଣତି ହେଉଛି ।  ଭୋଟ ଗଣତି ପରେ କୌଣସି ଦଳକୁ ବିଜୟ ଉତ୍ସବ ପାଳନ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ଡିଜିପି ବିଜୟ କୁମାର କହିଛନ୍ତି। ନିର୍ବାଚନ ଆୟୋଗଙ୍କ ଗାଇଡଲାଇନ ଅନୁଯାୟୀ ବିଜୟୀ ଦଳକୁ ବିଜୟ ଉତ୍ସବ ପାଳନ କରିବାକୁ ଅନୁମତି ଦିଆଯିବ ନାହିଁ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories