www.samajalive.in
Sunday, December 14, 2025
23.1 C
Bhubaneswar

ଗ୍ରାମାଞ୍ଚଳରେ ରୋଜଗାର ବୃଦ୍ଧି ପାଇଁ ବିଶ୍ୱ ବ୍ୟାଙ୍କର ୨୫୦ନିୟୁତ ଡଲାର ସହାୟତା

ନୂଆଦିଲ୍ଲୀ : ଭାରତର ୧୩ଟି ରାଜ୍ୟର ଗ୍ରାମାଞ୍ଚଳରେ ରୋଜଗାର ବୃଦ୍ଧି କରିବା ପାଇଁ ଜାତୀୟ ଗ୍ରାମ୍ୟ ଅର୍ଥନୈତିକ ରୂପାନ୍ତର ପ୍ରକଳ୍ପ ଏନ୍‍ଆରଇଟିପିକୁ ବିଶ୍ୱ ବ୍ୟାଙ୍କ୍‍ ୨୫୦ ନିୟୁତ ଆମେରିକୀୟ ଡଲାର ଯୋଗାଇ ଦେବ। ଏନେଇ ଅର୍ଥମନ୍ତ୍ରଣାଳୟର ଆର୍ଥିକ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ସମୀର କୁମାର ଖାରେ ଓ ବିଶ୍ୱବ୍ୟାଙ୍କ୍‍ର ଭାରତୀୟ ନିର୍ଦ୍ଦେଶକ ହିସାମ୍‍ ଆବଡୋଙ୍କ ମଧ୍ୟରେ ମଙ୍ଗଳବାର ନୂଆଦିଲ୍ଲୀଠାରେ ଏକ ଚୁକ୍ତି ସ୍ୱାକ୍ଷରିତ ହୋଇଛି।
ବିଶ୍ୱ ବ୍ୟାଙ୍କ୍‍ ପକ୍ଷରୁ ଏକ ଇସ୍ତାହାରରେ କୁହାଯାଇଛି ଯେ ଏହି ଋଣ ଦ୍ୱାରା ଗ୍ରାମାଞ୍ଚଳରେ ରହୁଥିବା ଭାରତୀୟ ମହିଳାମାନେ ଉପକୃତ ହେବେ। ଏହି ପ୍ରକଳ୍ପରେ ମହିଳାମାନଙ୍କ ଦ୍ୱାରା କରାଯାଉଥିବା ଉଦ୍ୟୋଗଗୁଡ଼ିକୁ ବିଶେଷ ଭାବରେ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ନେଇ ଲକ୍ଷ୍ୟ ରହିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories