www.samajalive.in
Friday, December 5, 2025
27.1 C
Bhubaneswar

ନୂଆପଡା ଜନାଦେଶ : ଚତୁର୍ଥ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୧୮୯୦୩ ଭୋଟ୍

ନୂଆପଡା: ନୂଆପଡାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ ରହିଛନ୍ତି। ଚତୁର୍ଥ ରାଉଣ୍ଡ ସୁଦ୍ଧା ୧୨ ହଜାର ୮୧୫ ଭୋଟ୍‌ରେ ଆଗୁଆ ରହିଛନ୍ତି। ଚତୁର୍ଥ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୧୮୯୦୩ ଭୋଟ୍ ମିଳିଛି। ଦ୍ଵିତୀୟ ସ୍ଥା୪ନରେ କଂଗ୍ରେସର ଘାସିରାମଙ୍କୁ ୬୦୮୮ ଭୋଟ୍ ମିଳିଥିବାବେଳେ ତୃତୀୟ ସ୍ଥାନରେ ଥିବା ସ୍ନେହାଙ୍ଗିନୀଙ୍କୁ ୫୩୨୦ ଭୋଟ୍ ମିଳିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories