www.samajalive.in
Saturday, December 6, 2025
15.1 C
Bhubaneswar

ବିହାର ଜନାଦେଶ: ଏନଡିଏକୁ ବଡ ସଫଳତା, ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନରେ ମ୍ୟାଜିକ ନମ୍ବର ପାର କରିଛି ଏନଡିଏ । ପ୍ରାରମ୍ଭିକ ପର୍ଯ୍ୟାୟରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୮୦ ସିଟରୁ ଆଗୁଆ ରହିଥିବା ବେଳେ ମହାମେଣ୍ଟ ଏଠାରେ ୫୧ସିଟରେ ଆଗୁଆ ରହିଛି । ଅନ୍ୟ ଦଳ ଗୁଡିକ ୦୪ସିଟରେ ରହିଛି ।

ରାଘୋପୁର ସିଟରୁ ତେଜସ୍ୱୀ ଯାଦବ ଆଗୁଆ
ଆଲିନଗରରୁ ମୈଥିଲ ଠାକୁର ଆଗୁଆ
ଲଖିସରାଇରୁ ବିଜୟ ସ୍ନିହା ଆଗୁଆ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories