www.samajalive.in
Friday, December 5, 2025
27.1 C
Bhubaneswar

ବିହାର ଜନାଦେଶ: ୧୯୦ ସିଟରେ ଆଗୁଆ ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୯୦ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ୪୮ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି । ଆଜି ସନ୍ଧ୍ୟାରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ ।

ଏନଡିଏ- ୧୯୦
ମହାମେଣ୍ଟ- ୪୮
ଅନ୍ୟାନ୍ୟ- ୦୪

- Advertisement -

ବିହାର ବିଧାନସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ପ୍ରକ୍ରିୟା ଶେଷ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ମତଦାନ ୬ନଭେମ୍ବର ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୧ ନଭେମ୍ବରରେ ଭୋଟ ଗ୍ରହଣ କରାଯାଇଥିଲା ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories