www.samajalive.in
Friday, December 5, 2025
27.1 C
Bhubaneswar

ନୂଆପଡା ଜନାଦେଶ: ପ୍ରଥମେ ଜୟ, ଦ୍ୱିତୀୟରେ ସ୍ନେହାଙ୍ଗିନୀ

ଭୁବନେଶ୍ୱର: ନୂଆପଡା ଜନାଦେଶ ପାଇଁ ଭୋଟ କାଉଣ୍ଟିଂ ଜାରି ରହିଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ ପ୍ରାରମ୍ଭିକ ପର୍ଯ୍ୟାୟରେ ଜୟ ଢୋଲକିଆ ପ୍ରଥମ ସ୍ଥାନରେ ରହିଥିବା ବେଳେ ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀ ଛୁରିଆ ରହିଛନ୍ତି ଏବଂ ତୃତୀୟରେ ଅଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ।

ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ୯ଟି ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୪୫ହଜାର ଭୋଟ ପାଇ ପ୍ରଥମ ସ୍ଥାନରେ ରହିଛନ୍ତି । ଦ୍ୱିତୀୟରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୧୪ହଜାରରୁ ଅଧିକ ଭୋଟ ପାଇଛନ୍ତି । ଭୋଟ ଗଣତି ସୁରୁଖୁରୁରେ ଚାଲିଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

Hot this week

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

Related Articles

Popular Categories